ଯିଶାଇୟ 19:2 - ପବିତ୍ର ବାଇବଲ2 ପରମେଶ୍ୱର କୁହନ୍ତି, “ମିଶରୀୟମାନେ ଆପଣା ଆପଣା ବିରୁଦ୍ଧରେ ଯୁଦ୍ଧ କରିବେ, ମୁଁ ତା'ର କାରଣ ହେବି। ଲୋକେ ସେମାନଙ୍କ ଭାଇ ବିପକ୍ଷରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧ୍ୟରେ ଯୁଦ୍ଧ ହେବ। ନଗର ନଗର ମଧ୍ୟରେ ଓ ରାଜ୍ୟ ରାଜ୍ୟ ମଧ୍ୟରେ ଲଢ଼ିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Faic an caibideilଓଡିଆ ବାଇବେଲ2 ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। Faic an caibideil |