ଯିଶାଇୟ 2:5 - ପବିତ୍ର ବାଇବଲ5 ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର। Faic an caibideilପବିତ୍ର ବାଇବଲ (Re-edited) - (BSI)5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। Faic an caibideilଓଡିଆ ବାଇବେଲ5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। Faic an caibideil |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।