ଯିଶାଇୟ 2:7 - ପବିତ୍ର ବାଇବଲ7 ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। Faic an caibideilଓଡିଆ ବାଇବେଲ7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। Faic an caibideil |
ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।