ଯିଶାଇୟ 2:9 - ପବିତ୍ର ବାଇବଲ9 ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସେମାନେ ଅଧୋଗାମୀ ହୋଇଛନ୍ତି। ତେଣୁ ଏହା ନିଶ୍ଚିତ ଯେ, ପରମେଶ୍ୱର କେବେ ସେମାନଙ୍କୁ କ୍ଷମା କରିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। Faic an caibideilଓଡିଆ ବାଇବେଲ9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। Faic an caibideil |
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।