ଯିଶାଇୟ 24:1 - ପବିତ୍ର ବାଇବଲ1 ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ୱଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଦେଖ, ସଦାପ୍ରଭୁ ପୃଥିବୀକି ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideilଓଡିଆ ବାଇବେଲ1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideil |
ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।