ଯିଶାଇୟ 26:2 - ପବିତ୍ର ବାଇବଲ2 ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ଵାରସବୁ ମୁକ୍ତ କର। Faic an caibideilଓଡିଆ ବାଇବେଲ2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। Faic an caibideil |
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।