ଯିଶାଇୟ 26:8 - ପବିତ୍ର ବାଇବଲ8 ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Faic an caibideilଓଡିଆ ବାଇବେଲ8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Faic an caibideil |