ଯିଶାଇୟ 26:9 - ପବିତ୍ର ବାଇବଲ9 ରାତ୍ରିକାଳରେ ମୋର ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତରେ ତୁମ୍ଭକୁ ଅନ୍ୱେଷଣ କରିବ। ଯେତେବେଳେ ତୁମ୍ଭର ଶାସନ ସକଳ ଓ ନ୍ୟାୟ ପ୍ରତିଷ୍ଠିତ ହେବ, ଜଗତବାସୀ ଧର୍ମ ଶିକ୍ଷା କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ଵେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideilଓଡିଆ ବାଇବେଲ9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideil |