ଯିଶାଇୟ 3:5 - ପବିତ୍ର ବାଇବଲ5 ଜଣେ ଅନ୍ୟ ଜଣଙ୍କ ଦ୍ୱାରା ଓ ପ୍ରତ୍ୟେକ ବ୍ୟକ୍ତି ଅନ୍ୟ ପ୍ରତିବାସୀ ଦ୍ୱାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ୟକ୍ତି, ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଯତ୍ନ ନେବେ ନାହିଁ। ସାଧାରଣ ବ୍ୟକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Faic an caibideilଓଡିଆ ବାଇବେଲ5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Faic an caibideil |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।