Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 3:6 - ପବିତ୍ର ବାଇବଲ

6 ସେତେବେଳେ କେହିଜଣେ ନିଜ ପରିବାର ମଧ୍ୟରୁ ଜଣକୁ ଧରି କହିବେ, “ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହେବ। ତୁମ୍ଭେ ଏହି ନିପାତିତ ରାଜ୍ୟର ଅଧିପତି ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;

Faic an caibideil Dèan lethbhreac

ଓଡିଆ ବାଇବେଲ

6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”

Faic an caibideil Dèan lethbhreac




ଯିଶାଇୟ 3:6
4 Iomraidhean Croise  

ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।”


ସେହି ସମୟରେ ସାତ ଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହାହେଲେ ଆମ୍ଭେମାନେ ଆମ୍ଭମାନଙ୍କର ସମସ୍ତ କାର୍ଯ୍ୟ କରିବୁ। ଆମ୍ଭମାନଙ୍କୁ କେବଳ ତୁମ୍ଭର ନାମରେ ଖ୍ୟାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।”


ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।


Lean sinn:

Sanasan


Sanasan