ଯିଶାଇୟ 3:7 - ପବିତ୍ର ବାଇବଲ7 ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ। Faic an caibideilଓଡିଆ ବାଇବେଲ7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।” Faic an caibideil |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।