ଯିଶାଇୟ 4:3 - ପବିତ୍ର ବାଇବଲ3 ସେହି ସମୟରେ ସିୟୋନ ଓ ଯିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ୱତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହେବେ। ଏହା ସେହି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ୱତନ୍ତ୍ର ତାଲିକାରେ ଥିବେ ଓ ସେହି ତାଲିକାଭୁକ୍ତ ଲୋକେ କେବଳ ବଞ୍ଚି ରହିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ Faic an caibideilଓଡିଆ ବାଇବେଲ3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ; Faic an caibideil |
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।