ଯିଶାଇୟ 5:1 - ପବିତ୍ର ବାଇବଲ1 ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ। ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା; Faic an caibideilଓଡିଆ ବାଇବେଲ1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ’ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ’ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା; Faic an caibideil |
ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।