Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 7:5 - ପବିତ୍ର ବାଇବଲ

5 ଅରାମ, ଇଫ୍ରୟିମ ଏବଂ ରମଲିୟଙ୍କର ପୁତ୍ର ଏକତ୍ର ହୋଇ ତୁମ୍ଭ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେମାନେ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,

Faic an caibideil Dèan lethbhreac

ଓଡିଆ ବାଇବେଲ

5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,

Faic an caibideil Dèan lethbhreac




ଯିଶାଇୟ 7:5
6 Iomraidhean Croise  

ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ୟନ୍ତ କ୍ଷୁବ୍ଧ ଥିଲୁ। କାରଣ ସେମାନେ ବିପର୍ଯ୍ୟୟକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।”


ଜଣେ ଯିଏ କି ସଦାପ୍ରଭୁଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦେବ, ସେପରି ଲୋକ ତୁମ୍ଭମାନଙ୍କ ମଧ୍ୟରୁ ବାହାରି ଯାଇଛି।


ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ, ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।


ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା। ସେହି ବାର୍ତ୍ତାଟି ହେଲା, “ଅରାମ ଓ ଇସ୍ରାଏଲ ସୈନ୍ୟମାନେ ଏକତ୍ରିତ ହୋଇଛନ୍ତି ଏବଂ ସେମାନେ ଏକତ୍ର ଶିବିର ସ୍ଥାପନ କରିଛନ୍ତି।” ଯେତେବେଳେ ରାଜା ଆହସ ଏହି କଥା ଶୁଣିଲେ ସେ ଏବଂ ତାଙ୍କର ଲୋକମାନେ ଭୟଭୀତ ହୋଇପଡ଼ିଲେ। ପବନରେ ବୃକ୍ଷଗୁଡ଼ିକ ଦୋହଲିଲା ପରି ସେମାନେ ଭୟରେ କମ୍ପିତ ହେଲେ।


“ଆମ୍ଭେମାନେ ଯାଇ ଯିହୁଦା ବିରୁଦ୍ଧରେ ଲଢ଼ିବା। ଆମ୍ଭମାନଙ୍କ ପାଇଁ ଯିହୁଦାକୁ ଭାଗ ଭାଗ କରିବା। ଆମ୍ଭେମାନେ ଟାବେଲର ପୁତ୍ରକୁ ଯିହୁଦାର ନୂଆ ରାଜାରୂପେ ସ୍ଥାପନ କରିବା।”’”


Lean sinn:

Sanasan


Sanasan