ଯିଶାଇୟ 8:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା'ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’” Faic an caibideilପବିତ୍ର ବାଇବଲ (Re-edited) - (BSI)1 ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି); Faic an caibideilଓଡିଆ ବାଇବେଲ1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି) Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)” Faic an caibideil |