ଯାକୁବଙ୍କ ପତ୍ର 1:3 - ପବିତ୍ର ବାଇବଲ3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ। Faic an caibideilଓଡିଆ ବାଇବେଲ3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ । Faic an caibideilପବିତ୍ର ବାଇବଲ (CL) NT (BSI)3 କାରଣ ତୁମେ ଜାଣ, ଏ ପ୍ରକାର କ୍ଳେଶର ସମ୍ମୁଖୀନ ହେବା ବେଳେ ବିଶ୍ବାସ ଅଟଳ ରହିଲେ, ସହିବା ଶକ୍ତି ବୃଦ୍ଧି ପାଏ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। Faic an caibideil |
ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।