ଯିରିମୀୟ 1:1 - ପବିତ୍ର ବାଇବଲ1 ଏହା ହେଉଛି ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ବାକ୍ୟ। ହିଲ୍କିୟଙ୍କର ପୁତ୍ର ଯିରିମିୟ ଯାଜକମାନଙ୍କ ମଧ୍ୟରୁ ଜଣେ ଯିଏ କି ଅନାଥୋତ୍ ପ୍ରଦେଶର ବିନ୍ୟାମୀନଙ୍କର ଗୋଷ୍ଠୀର ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ; Faic an caibideilଓଡିଆ ବାଇବେଲ1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ; Faic an caibideil |
ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି।
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”