ଯିରିମୀୟ 1:13 - ପବିତ୍ର ବାଇବଲ13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।” Faic an caibideilପବିତ୍ର ବାଇବଲ (Re-edited) - (BSI)13 ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)। Faic an caibideilଓଡିଆ ବାଇବେଲ13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।” Faic an caibideil |