ଯିରିମୀୟ 10:18 - ପବିତ୍ର ବାଇବଲ18 ସଦାପ୍ରଭୁ ଏହିକଥା କହନ୍ତି, “ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦେବା। ସେମାନଙ୍କୁ ଏପରି ଦୁଃଖ ଓ କ୍ଳେଶ ଦେବା ଯେ ସେମାନେ ଉପଯୁକ୍ତ ଶିକ୍ଷା ଲାଭ କରି ପାରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ। Faic an caibideilଓଡିଆ ବାଇବେଲ18 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” Faic an caibideil |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”