ଯିରିମୀୟ 10:20 - ପବିତ୍ର ବାଇବଲ20 ମୋର ତମ୍ବୁ ଧ୍ୱଂସ ପାଇଯାଇଛି। ମୋର ତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ଯାଇଅଛି। ମୋର ପିଲାମାନେ ମୋ’ ପାଖରୁ ଗ୍ଭଲି ଯାଇଅଛନ୍ତି। ମୋ’ ପାଖରେ ଆଉ କେହି ନାହାନ୍ତି। ମୋର ତମ୍ବୁକୁ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)20 ମୋର ତମ୍ଵୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ତି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି ମୋର ତମ୍ଵୁ ଆଉ ପ୍ରସାରିବାକୁ ଓ ମୋର ତମ୍ଵୁର ବାଡ଼ ଲଗାଇବାକୁ କେହି ନାହିଁ। Faic an caibideilଓଡିଆ ବାଇବେଲ20 ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋ’ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ। Faic an caibideil |