ଯିରିମୀୟ 10:23 - ପବିତ୍ର ବାଇବଲ23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା'ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁନ୍ତ ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Faic an caibideilଓଡିଆ ବାଇବେଲ23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Faic an caibideil |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।