ଯିରିମୀୟ 10:3 - ପବିତ୍ର ବାଇବଲ3 ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ। ସେଗୁଡ଼ିକ ଦେବତା ନୁହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ। Faic an caibideilଓଡିଆ ବାଇବେଲ3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। Faic an caibideil |