ଯିରିମୀୟ 10:6 - ପବିତ୍ର ବାଇବଲ6 ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ। Faic an caibideilଓଡିଆ ବାଇବେଲ6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ। Faic an caibideil |
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।