ଯିରିମୀୟ 11:15 - ପବିତ୍ର ବାଇବଲ15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି। ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ? ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?” Faic an caibideilପବିତ୍ର ବାଇବଲ (Re-edited) - (BSI)15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି , ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideilଓଡିଆ ବାଇବେଲ15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Faic an caibideil |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”