ଯିରିମୀୟ 12:10 - ପବିତ୍ର ବାଇବଲ10 ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି। Faic an caibideilଓଡିଆ ବାଇବେଲ10 ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି। Faic an caibideil |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।