ଯିରିମୀୟ 12:12 - ପବିତ୍ର ବାଇବଲ12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ। Faic an caibideilଓଡିଆ ବାଇବେଲ12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Faic an caibideil |
ପୁଣି ଯେବେ ସେମାନେ ତୁମ୍ଭକୁ ପଗ୍ଭରନ୍ତି, ‘ଆମ୍ଭେମାନେ କେଉଁଠାକୁ ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ: “‘ମୃତ ଲୋକମାନେ କବରକୁ ଯିବେ। ଯେଉଁ ଲୋକମାନେ ଖଣ୍ଡା ଦ୍ୱାରା ହତ ହେବାକୁ ଥିବେ, ସେମାନଙ୍କୁ ଖଣ୍ଡାରେ ହତ୍ୟା କରାଯିବ। ଯେଉଁ ଲୋକମାନଙ୍କ ଭାଗ୍ୟରେ ଦୁର୍ଭିକ୍ଷରେ ପୀଡ଼ିତ ହେବାର ଥିବ, ସେମାନେ ମରୁଡ଼ିରେ ପୀଡ଼ିତ ହେବେ ଏବଂ ଯେଉଁ ଲୋକମାନଙ୍କ ଭାଗ୍ୟରେ ବନ୍ଦୀ ହେବାର ଥିବ ସେମାନେ ବନ୍ଦୀଗୃହକୁ ଯିବେ।’