ଯିରିମୀୟ 12:13 - ପବିତ୍ର ବାଇବଲ13 ସେମାନେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସେମାନେ ବହୁ ପରିଶ୍ରମ କରି ମଧ୍ୟ କିଛି ଫଳ ପାଇ ନାହାନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ। Faic an caibideilଓଡିଆ ବାଇବେଲ13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।” Faic an caibideil |
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି।