ଯିରିମୀୟ 12:17 - ପବିତ୍ର ବାଇବଲ17 ମାତ୍ର ଯେବେ କୌଣସି ଗୋଷ୍ଠୀ ଆମ୍ଭର ବାର୍ତ୍ତା ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ମୃତ ଉଦ୍ଭିଦ ସଦୃଶ ଉତ୍ପାଟନ କରି ଫିଙ୍ଗିଦେବା।” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଯେବେ ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା,” ଏହା ସଦାପ୍ରଭୁ କହନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି।” Faic an caibideil |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”