ଯିରିମୀୟ 12:6 - ପବିତ୍ର ବାଇବଲ6 ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି। ସେମାନେ ତୁମ୍ଭ ପଶ୍ଚାତ୍ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି। ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ। Faic an caibideilଓଡିଆ ବାଇବେଲ6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।” Faic an caibideil |
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”