ଯିରିମୀୟ 12:8 - ପବିତ୍ର ବାଇବଲ8 ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ। Faic an caibideilଓଡିଆ ବାଇବେଲ8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ। Faic an caibideil |