ଯିରିମୀୟ 13:23 - ପବିତ୍ର ବାଇବଲ23 ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ? ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ, ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ? Faic an caibideilଓଡିଆ ବାଇବେଲ23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ? Faic an caibideil |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।