ଯିରିମୀୟ 13:27 - ପବିତ୍ର ବାଇବଲ27 ଆମ୍ଭେ ପର୍ବତଗୁଡ଼ିକ ଉପରେ ତୁମ୍ଭର ଘୃଣ୍ୟକର୍ମ, ବ୍ୟଭିଗ୍ଭର, ହିଁ ହିଁ ହେବାର ଶବ୍ଦ ଓ ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ଯିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତେକାଳ ଏହି ପାପକର୍ମ କରିଗ୍ଭଲିବ?” Faic an caibideilପବିତ୍ର ବାଇବଲ (Re-edited) - (BSI)27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ? Faic an caibideilଓଡିଆ ବାଇବେଲ27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?” Faic an caibideil |
ସେମାନେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତେବେଳେ ସେମାନେ ସେମାନଙ୍କର ମୃତ ଶରୀର ମୂର୍ତ୍ତିମାନଙ୍କ ମଧ୍ୟରେ, ଯଜ୍ଞବେଦି ଗ୍ଭରିପାଖରେ, ପର୍ବତର ଶୀର୍ଷ ଦେଶରେ, ଶୃଙ୍ଗରେ, ପ୍ରତ୍ୟେକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କରେ ସେମାନେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନୈବେଦ୍ୟ ଉତ୍ସର୍ଗ କରୁଥିଲେ, ସେହି ସକଳ ସ୍ଥାନରେ ପାଇବେ।
ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।
ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।