Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:3 - ପବିତ୍ର ବାଇବଲ

3 ଅନ୍ତର ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac




ଯିରିମୀୟ 13:3
4 Iomraidhean Croise  

ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।


“ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।”


ତା'ପରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।


ମୁଁ ଯିହୁଦା ଓ ଯିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସେହି ପାତ୍ରରୁ ପାନ କରାଇଲି। ସେହି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶୋଚନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ଯ୍ୟନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ୟବହାର କରନ୍ତି।


Lean sinn:

Sanasan


Sanasan