ଯିରିମୀୟ 13:9 - ପବିତ୍ର ବାଇବଲ9 ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା। Faic an caibideilଓଡିଆ ବାଇବେଲ9 ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା। Faic an caibideil |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”