ଯିରିମୀୟ 14:21 - ପବିତ୍ର ବାଇବଲ21 ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ୟାଖାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିୟମ ସ୍ମରଣ କର। ତୁମ୍ଭ କୃତ ସେହି ନିୟମ ଭଙ୍ଗ କର ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ-ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Faic an caibideilଓଡିଆ ବାଇବେଲ21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Faic an caibideil |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।