ଯିରିମୀୟ 15:14 - ପବିତ୍ର ବାଇବଲ14 ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁଗଣର ଅଜ୍ଞାତ ଏକ ଦେଶକୁ କ୍ରୀତଦାସ କରି ନେଇଯିବା। କାରଣ କ୍ରୋଧାଗ୍ନି ପ୍ରଜ୍ୱଳିତ ହୋଇଅଛି। ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ। Faic an caibideilଓଡିଆ ବାଇବେଲ14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।” Faic an caibideil |