ଯିରିମୀୟ 17:11 - ପବିତ୍ର ବାଇବଲ11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideilଓଡିଆ ବାଇବେଲ11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideil |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।