ଯିରିମୀୟ 17:13 - ପବିତ୍ର ବାଇବଲ13 ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilଓଡିଆ ବାଇବେଲ13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। Faic an caibideil |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।