ଯିରିମୀୟ 17:14 - ପବିତ୍ର ବାଇବଲ14 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି। ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି। କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି। Faic an caibideilପବିତ୍ର ବାଇବଲ (Re-edited) - (BSI)14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। Faic an caibideilଓଡିଆ ବାଇବେଲ14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। Faic an caibideil |
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”