ଯିରିମୀୟ 17:16 - ପବିତ୍ର ବାଇବଲ16 ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। Faic an caibideilଓଡିଆ ବାଇବେଲ16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। Faic an caibideil |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।