ଯିରିମୀୟ 17:18 - ପବିତ୍ର ବାଇବଲ18 ଯେଉଁମାନେ ମୋତେ ଆଘାତ କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ। ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। Faic an caibideilପବିତ୍ର ବାଇବଲ (Re-edited) - (BSI)18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। Faic an caibideilଓଡିଆ ବାଇବେଲ18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। Faic an caibideil |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।