ଯିରିମୀୟ 18:13 - ପବିତ୍ର ବାଇବଲ13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର। ‘କିନ୍ତୁ ଏହା କିଏ ଶୁଣୁଅଛି?’ ଇସ୍ରାଏଲର କୁମାରୀ କନ୍ୟାଗଣ ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Faic an caibideilଓଡିଆ ବାଇବେଲ13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି। Faic an caibideil |