Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 18:14 - ପବିତ୍ର ବାଇବଲ

14 ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?

Faic an caibideil Dèan lethbhreac




ଯିରିମୀୟ 18:14
3 Iomraidhean Croise  

ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର। ‘କିନ୍ତୁ ଏହା କିଏ ଶୁଣୁଅଛି?’ ଇସ୍ରାଏଲର କୁମାରୀ କନ୍ୟାଗଣ ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦେବଗଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସେମାନଙ୍କ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।


ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି।


Lean sinn:

Sanasan


Sanasan