ଯିରିମୀୟ 18:18 - ପବିତ୍ର ବାଇବଲ18 ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ। Faic an caibideilଓଡିଆ ବାଇବେଲ18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” Faic an caibideil |
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”
ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।