ଯିରିମୀୟ 18:21 - ପବିତ୍ର ବାଇବଲ
21 ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ। ସେମାନଙ୍କର ଶତ୍ରୁ ସେମାନଙ୍କୁ ଖଡ଼୍ଗରେ ପରାସ୍ତ କରନ୍ତୁ। ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।
Faic an caibideil Dèan lethbhreac
21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ଼୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ଼୍ଗହତ ହେଉନ୍ତୁ।
Faic an caibideil Dèan lethbhreac
21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Faic an caibideil Dèan lethbhreac
21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Faic an caibideil Dèan lethbhreac