ଯିରିମୀୟ 19:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋତେ କହିଲେ, “ଯାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।” Faic an caibideilପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, Faic an caibideilଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, Faic an caibideil |
“ହେ ମନୁଷ୍ୟ ପୁତ୍ର, ନାପିତର କ୍ଷୁର ପରି ତୁମ୍ଭେ ଏକ ତୀକ୍ଷ୍ଣ ଖଡ଼୍ଗରେ ନିଜର ମସ୍ତକ ଓ ଦାଢ଼ି ଖିଅର ହେବ। ତହୁଁ ନିକିତିରେ ବାଳକୁ ଓଜନ କର ଏବଂ ଏହା ତିନି ଭାଗରେ ବିଭକ୍ତ କର। ତା'ପରେ ଏହାର ଏକ ତୃତୀୟାଂଶ ନିଅ ଏବଂ ତୁମ୍ଭର ଅବରୋଧ ସମାପ୍ତ ହେଲା ପରେ, ସେହି ବାଳକୁ ସେହି ‘ନଗର’ ନକ୍ସାର ମଝିରେ ଦଗ୍ଧ କରିବ। ଆଉ ଏକ ତୃତୀୟାଂଶ ଖଡ଼୍ଗରେ କାଟ ଓ ‘ନଗର’ ଚତୁର୍ଦ୍ଦିଗରେ ଭିଣି ଦିଅ। ଆଉ ଏକ ତୃତୀୟାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସେମାନଙ୍କୁ ଦୂର ଦେଶ ପର୍ଯ୍ୟନ୍ତ ଅନୁସରଣ କରିବା ଓ ଖଣ୍ଡାରେ ସେମାନଙ୍କୁ ହତ୍ୟା କରିବା।