Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 19:12 - ପବିତ୍ର ବାଇବଲ

12 ସଦାପ୍ରଭୁ କହନ୍ତି ‘ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା। ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

Faic an caibideil Dèan lethbhreac




ଯିରିମୀୟ 19:12
4 Iomraidhean Croise  

ପରମେଶ୍ୱର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।


“ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁ‌ଗ୍‌ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।” ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”


ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’


ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’”


Lean sinn:

Sanasan


Sanasan