ଯିରିମୀୟ 19:13 - ପବିତ୍ର ବାଇବଲ13 ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’” Faic an caibideilପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ। Faic an caibideilଓଡିଆ ବାଇବେଲ13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’” Faic an caibideil |
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।