ଯିରିମୀୟ 19:2 - ପବିତ୍ର ବାଇବଲ2 ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର। Faic an caibideilପବିତ୍ର ବାଇବଲ (Re-edited) - (BSI)2 ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Faic an caibideilଓଡିଆ ବାଇବେଲ2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Faic an caibideil |
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।