ଯିରିମୀୟ 19:3 - ପବିତ୍ର ବାଇବଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideilଓଡିଆ ବାଇବେଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Faic an caibideil |